ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିବ।

13
ADVERTISEMENT

ଭୁବନେଶ୍ଵର,୦୮।୪(ଡ଼ି.ଏଚ ବ୍ୟୁରୋ):-ଉତ୍ତର, ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇ ଥିବାବେଳେ ରାଜ୍ୟରେ ସର୍ବାଧିକ ତାପମାତ୍ରା ୩୭ ଡିଗ୍ରୀକୁ ହ୍ରାସ ପାଇଛି। ଫଳରେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିବ।

Advertisement