ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ଭୁବନେଶ୍ବର କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି।

ଭିଜିଲାନ୍ସ ଜାଲରେ ଭୁବନେଶ୍ବର କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି।

28
ADVERTISEMENT

ଭୁବନେଶ୍ୱର,୦୯।୪(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଭୁବନେଶ୍ବର କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀରାଜେଶ ଚନ୍ଦ୍ର ମହାନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କ ଭୁବନେଶ୍ୱର ବାସଭବନ ସରକାରୀ କର୍ଯ୍ୟାଳୟ ସମେତ, କଟକ, ଢେଙ୍କାନାଳ ଓ ଯାଜପୁରre ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି କରିଛି।

Advertisement