ଆଞ୍ଚଳିକରାଜନୀତିରାଜ୍ୟ ଆଜି ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। By Dunia Halchal - April 10, 2026 19 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୧୦।୪(ଡ଼ି.ଏଚ ବ୍ୟୁରୋ):-ଆଜି ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ପୂର୍ବାହ୍ଣ ୧୧ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ଭିତ୍ତିଭୂମି, ପାନୀୟ ଜଳ ସମ୍ପର୍କିତ କିଛି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର । Advertisement