ବିହାରରେ ବିଜେପି ନେତା ସମ୍ରାଟ ଚୌଧୁରୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ମନୋନୟନ କରାଯାଇଛି।

2
ADVERTISEMENT

ନୂଆଦିଲ୍ଲୀ,୧୫।୦୪ (ଡ଼ି.ଏଚ ବ୍ୟୁରୋ):-ବିହାରରେ ଅନୁଷ୍ଠିତ ଏନ୍ଡିଏ ବିଧାୟକ ଦଳ ବୈଠକରେ ବିଜେପି ନେତା ସମ୍ରାଟ ଚୌଧୁରୀଙ୍କୁ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ମନୋନୟନ କରାଯାଇଛି। ଆଜି ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏହା ସହିତ ସେ ବିହାରର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହେବେ। ସେ ୨୦୧୭ରେ ଆରଜେଡି ଛାଡି ବିଜେପିରେ ଯୋଗ ଦେଇଥିଲେ।

Advertisement