ଆଜି ପବିତ୍ର ଅକ୍ଷୟ ତୃତୀୟା,ପୁରୀରେ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଆରମ୍ଭ ହୋଇଛି।

2
ADVERTISEMENT

ପୁରୀ,୨୦।୦୪(ଡ଼ି.ଏଚ ବ୍ୟୁରୋ):-ଆଜି ପବିତ୍ର ଅକ୍ଷୟ ତୃତୀୟା । ଏହି ଅବସରରେ ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ବଡଦାଣ୍ଡ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ହେବ। ସେହିପରି ଆଜି ଅକ୍ଷୟ ତୃତୀୟା ଠାରୁ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ମଧ୍ୟ ଆରମ୍ଭ ହୋଇଛି । ଏଥିପାଇଁ ନରେନ୍ଦ୍ର ପୁଷ୍କରିଣୀ ସଜେଇ ହୋଇଥିବା ବେଳେ ମଦନମୋହନଙ୍କ ଆଗମନକୁ ଅପେକ୍ଷା କରିଛନ୍ତି ଚାପ ଡଙ୍ଗା ନନ୍ଦା ଓ ଭଦ୍ରା। ଫଳରେ ଚନ୍ଦନ ଯାତ୍ରା ପାଇଁ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।

Advertisement