ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ।

2
ADVERTISEMENT

ଭୁବନେଶ୍ୱର,୨୨।୦୪(ଡ଼ି.ଏଚ ବ୍ୟୁରୋ):-ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି କ୍ୟାବିନେଟ୍ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର ।ଏବଂ ଏହି ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସମେତ ବିଭାଗୀୟ ମନ୍ତ୍ରୀ ଓ ସଚିବ ପ୍ରମୁଖ ଉପସ୍ଥିତ ରହିବେ ।

Advertisement