ଭୁବନେଶ୍ଵର,୨୩।୦୪ (ଡ଼ି.ଏଚ ବ୍ୟୁରୋ):-ରାଜ୍ୟ କ୍ୟାବିନେଟ ବୈଠକରେ ୮ ଟି ବିଭାଗର ୮ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ ହୋଇଛି lଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଗୁଡ଼ିକ ହେଲା, ଶିଳ୍ପ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ପୂର୍ତ୍ତ(ନିର୍ମାଣ), ବାଣିଜ୍ୟ ଓ ପରିବହନ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ l


















