ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ସମୟରେ ଆକ୍ରମଣ ।

1
ADVERTISEMENT

ନୂଆଦିଲ୍ଲୀ,୨୪।୦୪ (ଡ଼ି.ଏଚ ବ୍ୟୁରୋ):-ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ସମୟରେ କୁମାରଗଞ୍ଜ ବିଜେପି ପ୍ରାର୍ଥୀ ଶୁଭେନ୍ଦୁ ସରକାରଙ୍କୁ ତୃଣମୂଳ କଂଗ୍ରେସ ସମର୍ଥକମାନେ ଆକ୍ରମଣ କରିଛନ୍ତି। ଯାହାର ଭିଡ଼ିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି। ସେହିଭଳି ମତଦାନ ସମୟରେ ପଶ୍ଚିମ ବର୍ଦ୍ଧମାନ ଜିଲ୍ଲା ଆସାନସୋଲ ଦକ୍ଷିଣ ନିର୍ବାଚନ ମଣ୍ଡଳୀ ରହମତ ନଗରରେ ବିଜେପି ବିଧାୟକ ଅଗ୍ନିମିତ୍ର ପାଲଙ୍କ କାର ଉପରେ ଆକ୍ରମଣ ହୋଇଛି।

Advertisement