Thursday, August 13, 2026
ADVERTISEMENT
Home ଆଞ୍ଚଳିକ ବିଜେପି ପକ୍ଷରୁ ମହିଳା ଆକ୍ରୋଶ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ।

ବିଜେପି ପକ୍ଷରୁ ମହିଳା ଆକ୍ରୋଶ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ।

25
ADVERTISEMENT

ଭୁବନେଶ୍ୱର,୨୯।୦୪(ଡ଼ି.ଏଚ ବ୍ୟୁରୋ):-ଭୁବନେଶ୍ୱରରେ ବିଜେପି ପକ୍ଷରୁ ମହିଳା ଆକ୍ରୋଶ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବିରୋଧୀଦଳଙ୍କ ମହିଳା ବିରୋଧୀ ଆଭିମୁଖ୍ୟ ବିରୋଧରେ ଏହି ମଶାଲ ଶୋଭାଯାତ୍ରା ରାଜମହଲଛକରୁ ଆରମ୍ଭ ହୋଇ ମାଷ୍ଟରକ୍ୟାଣ୍ଟିନ ଛକ ପର୍ଯ୍ୟନ୍ତ ଯାଇଥିଲା। ଏହି ଶୋଭାଯାତ୍ରାରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଐଶ୍ୱର୍ଯ୍ୟା ବିଶ୍ୱାଳ, ଅଲିମ୍ପିଆନ୍ ଅନୁରାଧା ବିଶ୍ୱାଳ, ଅଭିନେତ୍ରୀ ଅନୁ ଚୌଧୁରୀ ପ୍ରମୁଖଙ୍କ ସମେତ ଦଳୀୟ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତା ସାମିଲ ହୋଇଥିଲେ।

Advertisement