ହାଇଓ୍ୱାକୁ ଧକ୍କା ଦେଲା ବୋଲେରୋ,ପାଞ୍ଚ ଜଣଙ୍କର ମୃତ୍ୟୁ ।

2
ADVERTISEMENT

ଯାଜପୁର,୦୫/୦୫(ଡ଼ି.ଏଚ ବ୍ୟୁରୋ):-ଯାଜପୁର ଜିଲ୍ଲା ୫୩ନଂ ଜାତୀୟ ରାଜପଥ ବରଡ଼ା ଛକ ନିକଟରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ ହାଇଓ୍ୱାକୁ ଧକ୍କା ଦେଲା ବୋଲେରୋ । ଦୁର୍ଘଟଣାରେ ଗାଡ଼ିରେ ଥିବା ସମସ୍ତ ଯାତ୍ରୀଙ୍କ ମଧ୍ୟରୁ ଚାପି ହୋଇ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ବାକି କିଛି ଗୁରୁତରଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଉକ୍ତ ବୋଲେରୋଟି ଯାଜପୁର ଜିଲ୍ଲା ବଡ଼ଚଣା ଅଞ୍ଚଳରୁ ଏକ ବିବାହ କାର୍ଯ୍ୟକ୍ରମ ସାରି ଫେରୁଥିଲେ ।

Advertisement