Saturday, August 22, 2026
ADVERTISEMENT
Home ଆଞ୍ଚଳିକ ହିଞ୍ଜିଳିକାଟୁ ଥାନା ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ l

ହିଞ୍ଜିଳିକାଟୁ ଥାନା ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ l

29
ADVERTISEMENT

ହିଞ୍ଜିଳିକାଟୁ,୦୭।୦୫(ଋଷିକେଶ ବେହେରା):--ଗଂଜାମ ଜିଲ୍ଲା ହିଞ୍ଜିଳିକାଟୁ ଥାନା ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ l ବାହାଘର ଭୋଜି ଚାଲିଥିବା ବେଳେ ଗୋଟିଏ ଗୋଷ୍ଠୀ ଆଉ ଗୋଟିଏ ଗୋଷ୍ଠୀ ଉପରେ ଆକ୍ରମଣ କରିଥିବା ସୂଚନା।ପୂର୍ବ ଶତ୍ରୁତାକୁ କୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ମାରପିଟ୍ ହୋଇଥିବା ସୂଚନା। ଉଭୟ ଗୋଷ୍ଠୀ ର ଦୁଇ ଜଣ ଆହତ।ଦୁଇ ଗୋଷ୍ଠୀଙ୍କ ଘର ହିଞ୍ଜିଳି ଥାନା ଅନ୍ତର୍ଗତ ସୋମପୁର ଗ୍ରାମ ବୋଲି ଜଣାପଡ଼ିଛି।ଘଟଣା ସ୍ଥଳରେ ହିଞ୍ଜିଳି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଦେଖିବାକୁ ମିଳିଛି। ଉଭୟକୁ ହିଞ୍ଜିଳି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ପରେ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା।

Advertisement