Thursday, August 13, 2026
ADVERTISEMENT
Home ଆଞ୍ଚଳିକ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ।

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ।

25
ADVERTISEMENT

ଭୁବନେଶ୍ୱର,୦୮/୫(ଡ଼ି.ଏଚ ବ୍ୟୁରୋ):-ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୧୦ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। କିନ୍ତୁ ଏହା କେଉଁ ଆଡକୁ ଗତି କରିବ ତାହା ଅସ୍ପଷ୍ଟଥିବାବେଳେ ତଥାପି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାନେଇ ଅନୁମାନ କରାଯାଉଛି। ବର୍ତ୍ତମାନ କେନ୍ଦ୍ରୀୟ ଭାରତରେ ଏକ ଟ୍ରାପ୍ ଲାଇନ୍ ରହିଛି, ଯାହା ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଲାଗି ରହିଛି।

Advertisement