ADVERTISEMENT
Home ଜାତୀୟ ପଶ୍ଚିମବଙ୍ଗରେ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ।

ପଶ୍ଚିମବଙ୍ଗରେ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ।

26
ADVERTISEMENT

ନୂଆଦିଲ୍ଲୀ,୦୯।୦୫(ଡ଼ି.ଏଚ ବ୍ୟୁରୋ):-ପଶ୍ଚିମବଙ୍ଗ କଲକାତାର ବ୍ରିଗେଡ୍ ଗ୍ରାଉଣ୍ଡରେ ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ। ରାଜ୍ୟପାଳ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିବାବେଳେ ଏହି ଶପଥ ଗ୍ରହଣ ଉତ୍ସବରେ ସାମିଲ ଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ, ଏନଡିଏ ଶାସିତ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀ ଓ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Advertisement