Saturday, September 26, 2026
ADVERTISEMENT
Home ଜାତୀୟ ଉତ୍ତର ପ୍ରଦେଶର ବିଭିନ୍ନ ସ୍ଥାନରେ କାଳ ବୈଶାଖୀ ଯୋଗୁଁ ଶତାଧିକ ଲୋକ ପ୍ରାଣ ହରାଇଛନ୍ତି।

ଉତ୍ତର ପ୍ରଦେଶର ବିଭିନ୍ନ ସ୍ଥାନରେ କାଳ ବୈଶାଖୀ ଯୋଗୁଁ ଶତାଧିକ ଲୋକ ପ୍ରାଣ ହରାଇଛନ୍ତି।

28
ADVERTISEMENT

ନୂଆଦିଲ୍ଲୀ,୧୫/୦୫(ଡ଼ି.ଏଚ ବ୍ୟୁରୋ):-ଉତ୍ତର ପ୍ରଦେଶର ବିଭିନ୍ନ ସ୍ଥାନରେ କାଳ ବୈଶାଖୀ ଜନିତ ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ ଶତାଧିକ ଲୋକ ପ୍ରାଣ ହରାଇଛନ୍ତି। ବିଭିନ୍ନ ସ୍ଥାନରେ ଗଛ ଓ ବିଦ୍ୟୁତ୍ ଖୁଣ୍ଟ ଉପୁଡି ପଡିଥିବାବେଳେ ବାସଗୃହଗୁଡିକ କ୍ଷତିଗ୍ରସ୍ତ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଘଟଣାରେ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଥିବାବେଳେ ଚବିଶ ଘଣ୍ଟା ମଧ୍ୟରେ ସେମାନଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରିବାକୁ ନିର୍ଦେଶ ଦେଇଛନ୍ତି।

Advertisement