Saturday, August 22, 2026
ADVERTISEMENT
Home ଆଞ୍ଚଳିକ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ।

ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ।

20
ADVERTISEMENT

ଭୁବନେଶ୍ୱର,୧୮।୦୫(ଡ଼ି.ଏଚ ବ୍ୟୁରୋ):- ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ। ନୀତିନ ନୀତିନଙ୍କର ଏହା ପ୍ରଥମ ଓଡିଶା ଗସ୍ତ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ,ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଭୁବନେଶ୍ଵର ସାଂସଦ ଅପରାଜିତା ଷଢ଼ଙ୍ଗୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ , ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ, ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ, ବିଜେପି ରାଷ୍ଟ୍ରୟ ଉପାଧ୍ୟକ ବୈଜୟନ ପଣ୍ତା ପ୍ରମୁଖ ଉପସ୍ଥିତ ରହି ତାଙ୍କୁ ସ୍ଵାଗତ ଜଣାଇଛନ୍ତି।

Advertisement