ଵ୍ରହ୍ମପୁରରେ ପୁଣି ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣିଲେ ଦୃବୁତ୍ତ l

1
ADVERTISEMENT

ଵ୍ରହ୍ମପୁର,୨୫।୦୫(ଡ଼ି.ଏଚ ବ୍ୟୁରୋ):- ଵ୍ରହ୍ମପୁର ବଡବ୍ଜ଼ାର ଥାନା ଅନ୍ତର୍ଗତ ହରିଡାଖଣ୍ଡି ଛକ ବିଚ ରାସ୍ତାରେ ପୁଣି ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣିଲେ ଦୃବୁତ୍ତ l ଯାହାର ଭିଡିଓ ସାମାଜିକ ଗଣ ମାଧ୍ୟମରେ ଭାଇରଲ ହେବାରେ ଲାଗିଛି । ଗୁରୁତର ଆହତ ଯୁବକ ଜଣଙ୍କ ମଙ୍ଗୁଳୁ ବେହେରା ହୋଇଥିବାବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି।

Advertisement