ଆକ୍ସନ ମୋଡ଼ରେ ବ୍ରହ୍ମପୁର ପୋଲିସ ।

2
ADVERTISEMENT

ବ୍ରହ୍ମପୁର ୨୬।୦୫(ଡ଼ି.ଏଚ ବ୍ୟୁରୋ):-ଆକ୍ସନ ମୋଡ଼ରେ ବ୍ରହ୍ମପୁର ପୋଲିସ । ପ୍ଲଟ୍ ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ମାମଲାରେ ସମ୍ପୃକ୍ତଦୁଇ ମୁଖ୍ୟ ଅଭିଯୁକ୍ତ ବଡ଼ଗଡ଼ ଥାନା ନୂଆଗାଁର ରଞ୍ଜନ ମଲ୍ଲିକ(୨୭) ଓ ଗୁଜରାଟ ସୁରତ ଜିଲ୍ଲା ମୋଦି ମହଲା ଏକେ ରୋଡ୍ର ସରୋଜ ପଣ୍ଡାକୁ ବ୍ରହ୍ମପୁର ପୋଲିସ ବିଳମ୍ବିତ ରାତିରେ ଏନକାଉଣ୍ଟର କରିଛି । ସୁଧୀରଙ୍କ ହତ୍ୟା ପରେ ଏହି ଦୁଇ ଜଣ ଦୀର୍ଘଦିନରୁ ଫେରାର ଥିଲେ ।

Advertisement