ADVERTISEMENT
Home ଆଞ୍ଚଳିକ ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ ।

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ ।

12
ADVERTISEMENT

ଜୟପୁର ୨୮।୦୫,(ଡ଼ି.ଏଚ ବ୍ୟୁରୋ):- ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ । ପେପର ମିଲ୍ ପୁନଃ କାର୍ଯ୍ୟକ୍ଷମ ଦାବିରେ ବନ୍ଦ ଡାକରା ଦିଆଯାଇଥିବାବେଳେ ଏହି ବନ୍ଦ ଡାକରାକୁ ସମର୍ଥନ ଜଣାଇଛନ୍ତି ବିଭିନ୍ନ ଅନୁଷ୍ଠାନ। ଏବଂ ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ଦୋକାନ ବଜାର ବନ୍ଦ ଥିବା ବେଳେ ଗାଡ଼ି ଚଳାଚଳ ମଧ୍ୟ ବନ୍ଦ ଥିବା ଦେଖିବାକୁ ମିଳିଛି।

Advertisement