ଝାରସୁଗୁଡ଼ା ଜିଲ୍ଲା ରେଙ୍ଗାଳି ଥାନା ଅଞ୍ଚଳରେ ପୋଲିସର ଏନକାଉଣ୍ଟର l

2
ADVERTISEMENT

ଝାରସୁଗୁଡ଼ା ୩୦।୦୫(ଡ଼ି.ଏଚ ବ୍ୟୁରୋ):-ଝାରସୁଗୁଡ଼ା ଜିଲ୍ଲା ରେଙ୍ଗାଳି ଥାନା ଅଞ୍ଚଳରେ ପୋଲିସର ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଜୟ ଚୌହାନ ଆହତ ହୋଇ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି । ଜୟ ଚୌହାନ ଓ ତାର ସହଯୋଗୀ ରେଙ୍ଗାଳି ଅଞ୍ଚଳରେ ଏକ ବଡ଼ଧରଣର ଡକାୟତି ପାଇଁ ଯୋଜନା କରୁଥିବାବେଳେ ପୋଲିସକୁ ଦେଖି ସେମାନେ ପୋଲିସ ଉପରକୁ ଗୁଳି ଚଳାଇବାକୁ ଚେଷ୍ଟା କରିଥିଲେ।

Advertisement