Tuesday, August 25, 2026
ADVERTISEMENT
Home ଆଞ୍ଚଳିକ ବ୍ରହ୍ମପୁରରେ ପୁଣି ଏକ ହତ୍ୟାକାଣ୍ଡ ।

ବ୍ରହ୍ମପୁରରେ ପୁଣି ଏକ ହତ୍ୟାକାଣ୍ଡ ।

16
ADVERTISEMENT

ବ୍ରହ୍ମପୁର ୧/୬,(ଡ଼ି.ଏଚ ବ୍ୟୁରୋ):-ବ୍ରହ୍ମପୁରରେ ପୁଣି ଏକ ହତ୍ୟାକାଣ୍ଡ । ସ୍ଥାନୀୟ ହିଲପାଟଣା ପିଡବ୍ଲ୍ୟୁଡି ଅଫିସ ଗଳିରେ ଥିବା ଏକ ପରିତ୍ୟକ୍ତ ଘରେ ଅଜଣା ବ୍ୟକ୍ତିଙ୍କୁ ନିର୍ମମ ଭାବେ ହତ୍ୟା lମୃତଦେହ ନିକଟରେ ଗୋଟିଏ ଫୁଲକୁଣ୍ଡ ପଡ଼ିଥିବା ଦେଖିବାକୁ ମିଳିଥିବାବେଳେ ଫୁଲକୁଣ୍ଡରେ ଛେଚି ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ଗୋସାଇଁନୂଆଗାଁ ଥାନା ପୋଲିସ ଆଶଙ୍କା କରିଛି l

Advertisement