ପାରିବାରିକ କଳହକୁ କେନ୍ଦ୍ରକରି ସାନଭାଇ ନିଜ ବଡ଼ଭାଇକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ।

2
ADVERTISEMENT

ଅନୁଗୁଳ,୧୫।୦୬,(ଡ଼ି.ଏଚ ବ୍ୟୁରୋ):-ଅନୁଗୁଳ ଜିଲ୍ଲା ପୁରୁଣାକୋଟ ଥାନା ଅନ୍ତର୍ଗତ ପୁକୁଣ୍ଡା ଗାଁରେ ପାରିବାରିକ କଳହକୁ କେନ୍ଦ୍ର କରି ସାନ ଭାଇ ବିପିନ ସେଠୀ ନିଜ ବଡ଼ ଭାଇ ଟିଟୁନ ସେଠୀ କୁ ଟାଙ୍ଗିଆରେ ହାଣି ହତ୍ୟା କରିଛି । ଏବଂ ପୁରୁଣାକୋଟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

Advertisement