କଣ୍ଟାବାଞ୍ଜି,୧୬।୦୬(ଡ଼ି.ଏଚ ବ୍ୟୁରୋ):-ଆଜି ୧୨ ଘଂଟିଆ କଣ୍ଟାବାଞ୍ଜି ବନ୍ଦ । ସ୍ଥାନୀୟ ଟ୍ରକ ମାଲିକ ସଂଘ ପକ୍ଷରୁ ଏହି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଥିବା ବେଳେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର କୃଷି ମହାବିଦ୍ୟାଳୟ, ଇଞ୍ଜିନିୟରିଂ କଲେଜ, ଶିଳ୍ପ ଅନୁଷ୍ଠାନ, କଣ୍ଟାବାଞ୍ଜିର ସାମଗ୍ରିକ ବିକାଶ ଭଳି ୧୫ ଦଫା ଦାବି ନେଇ ଏହି ଆନ୍ଦୋଳନ ଜାରି ରହିଛି। ଏଥିରେ କଣ୍ଟାବାଞ୍ଜି ସହରର ବିଭିନ୍ନ ଅନୁଷ୍ଠାନ ଓ ସଂଘ ସାମିଲ ରହିଛନ୍ତି ।



















