ବ୍ରହ୍ମପୁର,୧୮।୦୬(ଡ଼ି.ଏଚ ବ୍ୟୁରୋ):-ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଆନନ୍ଦନଗର ଅଞ୍ଚଳରେ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର । ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଥିବାବେଳେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ଭିଡ଼ ଜମାଇଥିବାବେଳେ ମୃତଦେହଠାରୁ କିଛି ଦୂରରେ କିଛି ସାମଗ୍ରୀ ପଡ଼ିଥିବାର ଦେଖିବାକୁ ମିଳିଛି ।



















