Tuesday, August 25, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ ସୋମା ଦାସ।

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ ସୋମା ଦାସ।

19
ADVERTISEMENT

ଜଗତସିଂହପୁର,୨୦।୦୬(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଜଗତସିଂହପୁର ଜିଲ୍ଲା ପୂର୍ତ୍ତ ଓ ଗୃହ ନିର୍ମାଣ ବିଭାଗ ଅଧୀନରେ ଥିବା ଜିଇଡିର କନିଷ୍ଠ ଯନ୍ତ୍ରୀ ସୋମା ଦାସ। ସେ ନାଉଗାଁ ବ୍ଲକ ରୋହିଆ ପଞ୍ଚାୟତରେ ଷ୍ଟ୍ରିଟ ଲାଇଟ ଏଷ୍ଟିମେଟ କରାଇ ଦେବା ପାଇଁ ଜନୈକ ଠିକାଦାରଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।

Advertisement