ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି।

1
ADVERTISEMENT

ପୁରୀ,୨୭|୦୬(ଡ଼ି.ଏଚ ବ୍ୟୁରୋ):-ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ସ୍ନାନଯାତ୍ରା ଓ ଆସନ୍ତା ଘୋଷଯାତ୍ରାର ବିଭିନ୍ନ ପର୍ଯ୍ୟାୟର ନୀତି ପାଇଁ ଆଜିଠାରୁ ଦଇତାପତି ଦଇତାପତି ମାନେ ଶ୍ରୀମନ୍ଦିରରେ ପ୍ରବେଶ କରିବେ। ସେପଟେ ପୁରୀ ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସମସ୍ତ ପ୍ରକାରର ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ମାର୍କେଟ ଛକ ଯାଏଁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି।

Advertisement