ନୂଆଦିଲ୍ଲୀ,୨୮|୦୬(ଡ଼ି.ଏଚ ବ୍ୟୁରୋ):-ଦକ୍ଷିଣ ଆମେରିକୀୟ ରାଷ୍ଟ୍ର ଭେନେଜୁଏଲାରେ ଘଟିଥିବା ଭୂମିକମ୍ପରେ ମୃତ୍ୟୁସଂଖ୍ୟା ୧ ହଜାର ଅତିକ୍ରମ କରିଥିବା ବେଳେ ୫୨ ହଜାରରୁ ଅଧିକ ଲୋକ ଏବେ ମଧ୍ୟ ନିଖୋଜ ଅଛନ୍ତି। ମୃତ୍ୟୁସଂଖ୍ୟା ଆହୁରି ବୃଦ୍ଧି ପାଇବାର ଆଶଙ୍କା ରହିଥିବାବେଳେ ଉଦ୍ଧାରକାର୍ଯ୍ୟ ଜାରି ରହିଛି । ଏବଂ ଭଗ୍ନାବଶେଷ ତଳୁ ଲୋକଙ୍କୁ ମୃତାହତ ଅବସ୍ଥାରେ ବାହାର କରାଯାଉଛି ।





















