Tuesday, August 25, 2026
ADVERTISEMENT
Home ଆଞ୍ଚଳିକ ଆଜିଠାରୁ ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ଆରମ୍ଭ ହୋଇଛି ଅନବସର ଦର୍ଶନ।

ଆଜିଠାରୁ ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ଆରମ୍ଭ ହୋଇଛି ଅନବସର ଦର୍ଶନ।

10
ADVERTISEMENT

ପୁରୀ,୩୦/୬(ଡ଼ି.ଏଚ ବ୍ୟୁରୋ):-ଦେବସ୍ନାନ ପୂର୍ଣ୍ଣିମା ପରେ ଆଜି ଠାରୁ ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ଆରମ୍ଭ ହୋଇଛି ଅନବସର ଦର୍ଶନ। ଲକ୍ଷ ଲକ୍ଷ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ପ୍ରଭୁ ଅଲାରନାଥ। ଏବଂ ପୁରୀରେ ଜଗନ୍ନାଥ ଦର୍ଶନରୁ ବଞ୍ଚିତ ଭକ୍ତଙ୍କୁ ପ୍ରଭୁ ଜଗନ୍ନାଥ ଅଲାରନାଥଙ୍କ ରୂପରେ ଦର୍ଶନ ଦେବେ । ଫଳରେ ରାଜ୍ୟ ଓ ରାଜ୍ୟ ବାହାରୁ ଭକ୍ତଙ୍କ ଆଗମନକୁ ଲକ୍ଷ ରଖି ମନ୍ଦିରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।

Advertisement