Tuesday, August 25, 2026
ADVERTISEMENT
Home ଆଞ୍ଚଳିକ ଆସନ୍ତା ଜୁଲାଇ ୪ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ...

ଆସନ୍ତା ଜୁଲାଇ ୪ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ।

10
ADVERTISEMENT

ଭୁବନେଶ୍ୱର:,୩୦/୬(ଡ଼ି.ଏଚ ବ୍ୟୁରୋ):- ଆସନ୍ତା ଜୁଲାଇ ୪ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ବରଗଡ଼ ରେ ଏକ ଇଥାନଲ୍ ପ୍ରକଳ୍ପର ଶୁଭାରମ୍ଭ କରିବେ।ଏବଂ ଜୁଲାଇ ୫ ତାରିଖରେ ସମ୍ବଲପୁରରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗଦେଇ ଜନସାଧାରଣଙ୍କୁ ସମ୍ବୋଧିତ କରିବେ ବୋଲି ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି।

Advertisement