କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ।

4
ADVERTISEMENT

କଟକ,୦୪।୦୭(ଡ଼ି.ଏଚ ବ୍ୟୁରୋ):-କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC । କଟକର ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ମହିଳା ଇନ୍ସପେକ୍ଟର-ଇନ୍-ଚାର୍ଜ (IIC) ବ୍ୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସୂଚନା ଅନୁଯାୟୀ, ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରେ ଥିବା ତାଙ୍କ ବାସଭବନରୁ ତାଙ୍କରି ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିବାବେଳେ ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି ।

Advertisement