ADVERTISEMENT
Home ଆଞ୍ଚଳିକ ଓଡ଼ିଶାରେ ବର୍ଷା ଜାରି ଥିବାବେଳେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ଓଡ଼ିଶାରେ ବର୍ଷା ଜାରି ଥିବାବେଳେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

11
ADVERTISEMENT

ଭୁବନେଶ୍ୱର,୦୪।୦୭(ଡ଼ି.ଏଚ ବ୍ୟୁରୋ):-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାର ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଜାରି ରହିଥିବାବେଳେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। phalareପାଣିପାଗ ବିଭାଗ ଆସନ୍ତା ୨୪ ଘଣ୍ଟା ପାଇଁ ବୌଦ୍ଧ, କନ୍ଧମାଳ, ସୁବର୍ଣ୍ଣପୁର, ସମ୍ବଲପୁର ଏବଂ ଅନୁଗୋଳ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରଛି। ଏଥିସହ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଏବଂ ସଂଲଗ୍ନ ସମୁଦ୍ର ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

Advertisement