ADVERTISEMENT
Home ଆଞ୍ଚଳିକ ଆସନ୍ତା ୬ତାରିଖରେ ମୁଖ୍ୟମନ୍ତ୍ରୀ ରଥଯାତ୍ରା ପ୍ରସ୍ତୁତିର ଏକ ସମୀକ୍ଷା ବୈଠକ କରିବେ।

ଆସନ୍ତା ୬ତାରିଖରେ ମୁଖ୍ୟମନ୍ତ୍ରୀ ରଥଯାତ୍ରା ପ୍ରସ୍ତୁତିର ଏକ ସମୀକ୍ଷା ବୈଠକ କରିବେ।

12
ADVERTISEMENT

ଭୁବନେଶ୍ୱର,୦୪।୦୭(ଡ଼ି.ଏଚ ବ୍ୟୁରୋ):-ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ରଥଯାତ୍ରା ପ୍ରସ୍ତୁତିର ଏକ ସମୀକ୍ଷା ବୈଠକ କରିବେ। ସମୀକ୍ଷା ବୈଠକରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନୀତିକାନ୍ତି ସୁଚାରୁ ଭାବେ ସମ୍ପାଦନ, ରଥଯାତ୍ରା ସମୟରେ ଶ୍ରଦ୍ଧାଳୁଙ୍କ ପାଇଁ କରାଯାଇଥିବା ବିଭିନ୍ନ ବ୍ୟବସ୍ଥା, ସୁରକ୍ଷା, ପରିମଳ, ଟ୍ରାଫିକ୍ ପରିଚାଳନା, ପାନୀୟ ଜଳ, ସ୍ୱାସ୍ଥ୍ୟସେବା ଏବଂ ଅନ୍ୟାନ୍ୟ ମୌଳିକ ସୁବିଧା ସମ୍ପର୍କରେ ବିସ୍ତୃତ ଆଲୋଚନା ହେବ l ସେନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

Advertisement