ଭିଜିଲାନ୍ସ ଜାଲରେ ଜୟପୁରର ଖଣି ଉପ ନିର୍ଦ୍ଦେଶକ ସତ୍ୟଜିତ ରାଉତ ।

1
ADVERTISEMENT

ଜୟପୁର,୦୮|୦୭(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଜୟପୁରର ଖଣି ଉପ ନିର୍ଦ୍ଦେଶକ ସତ୍ୟଜିତ ରାଉତ । ସେ ଜଣେ ବାଲି ଲିଜଧାରୀଙ୍କ ଲିଜ୍ ଅବଧି ବୃଦ୍ଧି ପାଇଁ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଜୟପୁର ଭିଜିଲାନ୍ସ ଟିମ୍ ହାତରେ ଧରା ପଡିଛନ୍ତି । ଏଥିସହ ତାଙ୍କରି ଜୟପୁର ,ରାୟଗଡା, କଟକର ବିଦ୍ୟାଧରପୁର ଓ ମାହାଙ୍ଗାର ଓଳକଣା ଘରେ ଏକକାଳୀନ ଚଢାଉ ଜାରି ହୋଇଛି ।

Advertisement