ADVERTISEMENT
Home Uncategorized ୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

6
ADVERTISEMENT

ଭୁବନେଶ୍ୱର,୦୮|୦୭(ଡ଼ି.ଏଚ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି । ଚନ୍ଦ୍ରଶେଖରପୁର ନୀଳମାଧବ ହାଉସିଂ ପ୍ରକଳ୍ପରେ ଏହି ସବୁ ହିତାଧିକାରୀଙ୍କୁ ଗୃହ ପ୍ରଦାନ କରାଯାଇଥିବାବେଳେ ମୁଖ୍ୟ ଅତିଥି ଭାବେ ମେୟର ସୁଲୋଚନା ଦାସ, ଡେପୁଟି ମେୟର ମଂଜୁଲତା କହଁର, ବିଏମ୍ ସି କମିଶନର ଚଞ୍ଚଳ ରାଣା, ପ୍ରମୁଖ ଉପସ୍ଥିତ ଥିଲେ । ।

Advertisement