Wednesday, August 19, 2026
ADVERTISEMENT
Home ଆଞ୍ଚଳିକ ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି...

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

11
ADVERTISEMENT

ବ୍ରହ୍ମପୁର,୧୦।୭(ଡ଼ି.ଏଚ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ରାଜଲକ୍ଷ୍ମୀ ମିଶ୍ର ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାର ତାଙ୍କୁ ଏମକେସିଜି ମେଡିକାଲ o ପରେ ଭୁବନେଶ୍ୱର ଏମ୍ସ କୁ ସ୍ଥାନାନ୍ତର କରାଯାଇଛି । ସେ ଦିଗପହଣ୍ଡି ନିକଟ ବଦ୍ରିଗୁମାର ଅଂଚଳର ହୋଇଥିବାବେଳେ ଦୁଇ ବର୍ଷ ତଳେ ଲୋଚାପଡ଼ା ବାସୁଦେବ ନଗର ୩ୟ ଲାଇନର କାଳୀ ପ୍ରସାଦ ମିଶ୍ରଙ୍କୁ ବିବାହ କରିଥିଲେ ।

Advertisement