ତ୍ରିସ୍ତରୀୟ ପଞ୍ଚାୟତ ଏବଂ ପୌର ନିର୍ବାଚନ ପାଇଁ ପ୍ରାକ୍-ପ୍ରସ୍ତୁତି ।

5
ADVERTISEMENT

ଭୁବନେଶ୍ବର,୧୦୭(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ୨୦୨୭ ମସିହାରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ଏବଂ ପୌର ନିର୍ବାଚନ ପାଇଁ ପ୍ରାକ୍-ପ୍ରସ୍ତୁତି । ଆସନ୍ତା ଜୁଲାଇ ୨୧ ତାରିଖରେ ରାଜ୍ୟ ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ଭିଡିଓ କନଫରେନ୍ସରେ ଅନୁଷ୍ଠିତ ହେବ । ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ୍ଙ୍କୁ ଚିଠି ଲେଖି ଅବଗତ କରାଯାଇଛି ।

Advertisement