ରଥଯାତ୍ରା ପାଇଁ ରାଜ୍ୟ ସରକାର ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

1
ADVERTISEMENT

ପୁରୀ,୧୧।୦୭ (ଡ଼ି.ଏଚ ବ୍ୟୁରୋ):-ପୁରୀ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରାଜ୍ୟ ସରକାର ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ରଥଯାତ୍ରା ସମୟରେ ସୁରକ୍ଷା ବ୍ୟବସ୍ଥାର ତଦାରଖ ପାଇଁ ୧୯ ଜଣ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ନିୟୋଜିତ କରାଯାଇଥିବାବେଳ ପ୍ରାୟ ୧୨ ହଜାର ପୋଲିସ ଓ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ (CAPF) କର୍ମଚାରୀଙ୍କୁ ବିଭିନ୍ନ ସ୍ଥାନରେ ମୁତୟନ କରାଯାଇଛି।

Advertisement