ଅଧିକ ବର୍ଷା ହେବl ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

3
ADVERTISEMENT

ଭୁବନେଶ୍ୱର,୧୪।୦୭(ଡ଼ି.ଏଚ ବ୍ୟୁରୋ):-ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା ଓ ନୟାଗଡ଼ରେ ଅଧିକ ବର୍ଷା ହେବl ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏଥିସହ କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏବଂ ଆସନ୍ତା ୧୫ ତାରିଖରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଭାରି ବର୍ଷାର ସମ୍ଭାବନା ଅଛି ।

Advertisement