ବ୍ରହ୍ମପୁର,୧୫।୦୭(ଡ଼ି.ଏଚ ବ୍ୟୁରୋ):-ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଶାନ୍ତିନଗର ଅଞ୍ଚଳରେ ଜଣେ ଯୁବତୀ ନିଜ ଦେହରେ କିରାସିନି ଢାଳି ଆତ୍ମହତ୍ୟା କରିଛନ୍ତି l ଗୁରୁତର ଅବସ୍ଥାରେ ତାଙ୍କୁ କଟକ ମେଡିକାଲ ନେବାବେଳେ ବାଟରେ ହିଁ ତାଙ୍କରି ମୃତ୍ୟୁ ଘଟିଥିଲା। ଏବଂ ମୃତ ଯୁବତୀ ରାଜେଶ୍ୱରୀ ହୋଈଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।


















