ବ୍ରହ୍ମପୁର,୧୫।୦୭(ଡ଼ି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ସହରର ଘାଟ ପାଇକ ସାହିରେ ଜଣେ ବୃଦ୍ଧାଙ୍କ ସନ୍ଦେହଜନକ ମୃତ୍ୟୁ । ମୃତ ବୃଦ୍ଧା ପ୍ରତିମା ଜେନା ହୋଇଥିବା ବେଳେ ସୁନା ଅଳଙ୍କାର ଲୁଟ୍ ପରେ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏବଂ ଖବର ପାଇ କବିସୂର୍ଯ୍ୟନଗର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।



















