Sunday, September 20, 2026
ADVERTISEMENT
Home ଆଞ୍ଚଳିକ ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ।

ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ।

15
ADVERTISEMENT

ପୁରୀ,୧୬|୦୭(ଡ଼ି.ଏଚ ବ୍ୟୁରୋ):-ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ଥିବାବେଳେ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ମହାପ୍ରଭୁଙ୍କ ନୀତିକାନ୍ତି ଆରମ୍ଭ ହୋଇଛି। ସେପଟେ ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଜାରି କରାଯାଇଛି। ଅପରାହ୍ଣ ୪ଟାରେ ତିନିରଥର ରଥଟଣା ଆରମ୍ଭ ହେବ। ଏବଂ ରଥଯାତ୍ରାର ସମସ୍ତ ନୀତିକାନ୍ତି ସୂଚାରୁ ଭାବେ ସମ୍ପନ୍ନ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ପୁଲିସ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।

Advertisement