Wednesday, August 19, 2026
ADVERTISEMENT
Home ଜାତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନ ନିକଟରେ ଧାରଣାରେ ବସି ପ୍ରତିବାଦ କଲେ କଂଗ୍ରେସ ନେତା ରାହୁଲ...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନ ନିକଟରେ ଧାରଣାରେ ବସି ପ୍ରତିବାଦ କଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ।

7
ADVERTISEMENT

ନୂଆଦିଲ୍ଲୀ,୨୨।୦୭(ଡ଼ି.ଏଚ ବ୍ୟୁରୋ):-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନ ନିକଟରେ ଧାରଣାରେ ବସି ପ୍ରତିବାଦ କଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରୁଥିବାବେଳେ ଏଥିରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖର୍ଗେ ମଧ୍ୟ ସାମିଲ ହୋଇଛନ୍ତି। ପୂର୍ବରୁ କଂଗ୍ରେସ ନେତାମାନେ ମଲ୍ଲିକାର୍ଜୁନ ଖର୍ଗେଙ୍କ ବାସଭବନରୁ ପ୍ରଧାନମନ୍ତ୍ରୀଙ୍କ ବାସଭବନ ପର୍ଯ୍ୟନ୍ତ ଶୋଭାଯାତ୍ରା କରିଥିଲେ।

Advertisement