ADVERTISEMENT
Home ଆଞ୍ଚଳିକ ହୀରାକୁଦ ଜଳଭଣ୍ଡାରରୁ ୧୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି ।

ହୀରାକୁଦ ଜଳଭଣ୍ଡାରରୁ ୧୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି ।

2
ADVERTISEMENT

ସମ୍ବଲପୁର,୨୩।୦୭(ଡ଼ି.ଏଚ ବ୍ୟୁରୋ):-ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି । ଫଳରେ ସମୁଦାୟ ୧୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ବର୍ତ୍ତମାନ ଜଳଭଣ୍ଡାରକୁ ୩ ଲକ୍ଷ ୧୪ ହଜାର ୨୮୩ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ଜଳଭଣ୍ଡାରରୁ ୨ ଲକ୍ଷ ୯ ହଜାର ୯୨୦ କ୍ୟୁସେକ ଜଳ ନିଷ୍କାସିତ ହେଉଛି ।

Advertisement