ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡା ଜିଲ୍ଲା କାଉପଡା ରାଜସ୍ୱ ସର୍କଲର ସହକାରୀ ରାଜସ୍ୱ ନିରୀକ୍ଷକ ସାଇ ଦର୍ଶିନୀ...

ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡା ଜିଲ୍ଲା କାଉପଡା ରାଜସ୍ୱ ସର୍କଲର ସହକାରୀ ରାଜସ୍ୱ ନିରୀକ୍ଷକ ସାଇ ଦର୍ଶିନୀ ଲେଙ୍କା l

2
ADVERTISEMENT

କେନ୍ଦ୍ରାପଡ଼ା,୨୪।୭(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡା ଜିଲ୍ଲା କାଉପଡା ରାଜସ୍ୱ ସର୍କଲର ସହକାରୀ ରାଜସ୍ୱ ନିରୀକ୍ଷକ ସାଇ ଦର୍ଶିନୀ ଲେଙ୍କା l ସେ ଜମିଜମା ସଂକ୍ରାନ୍ତୀୟ କାମ ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୫ ହଜାର ୫ ଶହ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଏବଂ କଟକ ଭିଜିଲାନ୍ସ ଟିମ୍ ଲାଞ୍ଚ ଟଙ୍କା ସହ ସାଇ ଦର୍ଶିନୀ ଲେଙ୍କାଙ୍କୁ କାବୁ କରିଥିଲା l

Advertisement