Saturday, August 1, 2026
ADVERTISEMENT
Home ଆଞ୍ଚଳିକ ଆଜି ରାଜ୍ୟ କ୍ୟାବିନେଟ୍ ର ଗୁରୁତ୍ୱପୂର୍ଣ୍ଣ ବୈଠକ ।

ଆଜି ରାଜ୍ୟ କ୍ୟାବିନେଟ୍ ର ଗୁରୁତ୍ୱପୂର୍ଣ୍ଣ ବୈଠକ ।

3
ADVERTISEMENT

ଭୁବନେଶ୍ୱର,୦୧।୦୮(ଡ଼ି.ଏଚ ବ୍ୟୁରୋ):-ଆଜି ରାଜ୍ୟ କ୍ୟାବିନେଟ୍ ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି କ୍ୟାବିନେଟ୍ ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର । ଏବଂ ଏହି ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ଉପସ୍ଥିତ ରହିବେ ।

Advertisement