ସମ୍ବଲପୁର,୦୧।୦୮(ଡ଼ି.ଏଚ ବ୍ୟୁରୋ):-ହୀରାକୁଦ ଡ୍ୟାମ୍ ରୁ ବର୍ତ୍ତମାନ ମୋଟ୍ ୨୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଫଳରେ ଜଳଭଣ୍ଡାରକୁ ଲଗାତାର ଅଧିକ ପାଣି ପ୍ରବେଶ କରୁଥିବାରୁ ବଢୁଥିବା ଜଳସ୍ତର ପ୍ରଶାସନର ଚିନ୍ତା ବଢ଼ାଇଛି।। ଶୁକ୍ରବାର ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୫.୧୫ ଫୁଟ ରହିଥିଲା।


















