Wednesday, September 23, 2026
ADVERTISEMENT
Home ଆଞ୍ଚଳିକ ଓଡ଼ିଶାକୁ ୫୦୦ କୋଟି ଟଙ୍କାର ବନ୍ୟା ସହାୟତା ରାଶି ଘୋଷଣା କରାଯାଇଛି।

ଓଡ଼ିଶାକୁ ୫୦୦ କୋଟି ଟଙ୍କାର ବନ୍ୟା ସହାୟତା ରାଶି ଘୋଷଣା କରାଯାଇଛି।

14
ADVERTISEMENT

ଭୁବନେଶ୍ୱର,୦୨।୦୮(ଡ଼ି.ଏଚ ବ୍ୟୁରୋ):-ଦେଶର ବିଭିନ୍ନ ରାଜ୍ୟରେ ଜାରି ରହିଥିବା ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଅlର୍ଥିକ ସହାୟତା ଘୋଷଣା କରିଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ‘ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି’ (SDRF) ରୁ ୨,୧୧୭.୮୫ କୋଟି ଟଙ୍କାର ସହାତା ରାଶି ମଞ୍ଜୁର କରିଛନ୍ତି। ସେଠି ମଧ୍ୟରୁ ଓଡ଼ିଶାକୁ ୫୦୦ କୋଟିର ସହାୟତା ରାଶି ଘୋଷଣା କରାଯାଇଛି।

Advertisement