ଗଜପତି,୦୮।୦୮(ଡ଼ି.ଏଚ ବ୍ୟୁରୋ):- ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ରଣା ସାପ କାମୁଡ଼ାରେ ମାଆ ଓ ୭ ବର୍ଷର ପୁଅଙ୍କ ମୃତ୍ୟୁ । ଘରେ ଶୋଇଥିବା ବେଳେ ଉଭୟଙ୍କୁ ରଣା ସାପ କାମୁଡି ଥିଲା l ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା । ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କରି ମୃତ୍ୟୁ ଘଟିଥିଲା ।















