ADVERTISEMENT
Home ଆଞ୍ଚଳିକ ଉତ୍ତର ଓଡ଼ିଶା ସହ ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ...

ଉତ୍ତର ଓଡ଼ିଶା ସହ ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

3
ADVERTISEMENT

ଭୁବନେଶ୍ୱର,୨୩/୮(ଡ଼ି.ଏଚ ବ୍ୟୁରୋ):-ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଉତ୍ତର ଓଡ଼ିଶା ସହ ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୨୪ ତାରିଖରୁ ଉତ୍ତର ଓଡ଼ିଶାର ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ବିଭାଗ।

Advertisement