Tuesday, August 25, 2026
ADVERTISEMENT
Home ଆଞ୍ଚଳିକ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଷୀଙ୍କ ମୃତ୍ୟୁ।

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଷୀଙ୍କ ମୃତ୍ୟୁ।

2
ADVERTISEMENT

ଜଗତସିଂହପୁର,୨୫।୦୮(ଡ଼ି.ଏଚ ବ୍ୟୁରୋ):-ଜଗତସିଂହପୁର ସଦର ଥାନା ବେନୁଖଣ୍ଡା ଗାଁରେ ବିଲରେ କାମ କରୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଷୀଙ୍କ ମୃତ୍ୟୁ। ମୃତ ଦୁଇ ଚାଷୀ ସାଗର ଭୋଇ ଓ ଅଜୟ ସାହୁ ହୋଇଥିବାବେଳେ ଗ୍ରାମବାସୀମାନେ ଦୁଇ ମୃତ ଚାଷୀଙ୍କ ପରିବାରକୁ କ୍ଷତି ପୂରଣ ଓ ବେଆଇନ ଭାବେ ମାଟି ତଳେ ବିଦ୍ୟୁତ ତାର ନେଇଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

Advertisement