Saturday, August 29, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ ବି.ଏଚ୍. ଉମାଶଙ୍କର l

ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ ବି.ଏଚ୍. ଉମାଶଙ୍କର l

1
ADVERTISEMENT

କେନ୍ଦୁଝର,୨୯।୦୮(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ପାଟଣା ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ ରାଜସ୍ୱ ସହାୟକ ବି.ଏଚ୍. ଉମାଶଙ୍କର l ସେ ମ୍ୟୁଟେସନ୍ କରାଇଦେବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଟିମ୍ ହାତରେ ଧରାପଡ଼ିଛନ୍ତି l ଏବଂ ଭିଜିଲାନ୍ସ ଟିମ୍ ତାଙ୍କ ନିକଟରୁ ଲାଞ୍ଚ ଟଙ୍କା ଜବତ କରଛି।

Advertisement